ମୁଖ୍ୟ ସମାଚାର
ପୁଣି ନବୀନ ପାଣ୍ଡୁ ଙ୍କୁ ଟାର୍ଗେଟ କରିଲେ ଶ୍ରୀମୟୀSI ଘୋଟାଲା ରେ ପୁଣି ଧରା ହେଲେତଳକୁ ଖସିଲା ସୁନା ର ଦରମୁସଲମାନ ମାନଙ୍କୁ ଧମକ ଦେଲେ ଯୋଗୀଜୀବନ ନେଇ ଜାଇ ପାରେ ଧୂପ କାଠି ଧୁଆଁସଂଘାତିକ ଭାବରେ ବର୍ଷିବ ସୂଚନା ଦେଲା ପାଣିପାଗ ବିଭାଗନବଦାସ ଙ୍କ ହତ୍ୟା ସବୁଦିନ ପାଇଁ ରହସ୍ୟ ହୋଇ ରହିଯିବଆମେ କଣ ତୁମର ଏ ପଦେ ପଦେ କଥା ରେ ଡରିଚୁ ନା ଡରି ଯିବୁନାଗରିକ ମାନଙ୍କ ପାଇଁ ପ୍ରକୃତ ଚିନ୍ତା କୁଆଡେ ଧର୍ମେନ୍ଦ୍ର ପ୍ରଧାନଙ୍କ ର ରହିଛିଶିଳ୍ପ ସ୍ଥାପନ କରିବା ପାଇଁ ଚିନ୍ତାରେ ମୋହନ ସରକାର

ବର୍ଷାରେ ଭିଜିବ ପୁରା ଓଡ଼ିଶା

ଆସିଲା ସତର୍କ ସୂଚନା।ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷା ମୌସୁମୀ ଅଗ୍ରସର ହେବାକୁ ବାଟ ଫିଟାଇବ।

ସଅଳ ମୌସୁମୀ ଆସିବାକୁ ବି ସହାୟକ ହେବ। ଏବେ ପ୍ରାକ୍ ମୌସୁମୀ ପ୍ରଭାବରେ ବର୍ଷା ତୁହାକୁ ତୁହା ଜାରି ରହିଛି। ସେପଟେ ମୌସୁମୀ ଚୁଇଛି କେରଳ। ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ବାତ୍ୟା ସୃଷ୍ଚି ହେବା ନେଇ କୌଣସି ସୂଚନା ନଥିବା କହିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *