ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ସୁନା ପ୍ରେମୀଙ୍କ ପାଇଁ ଆସିଲା ଖୁସି ଖବର

ଡେରି ନକରି ଶୀଘ୍ର କିଣନ୍ତୁ ସୁନା। ହାତ ଛଡା କରନ୍ତୁ ନାହିଁ ଏହି ସୁବର୍ଣ୍ଣ ସୁଯୋଗ।
ମାର୍କେଟରେ ସସ୍ତା ହେଲା ସୁନା। ତେବେ ଦର୍ଶକ ବନ୍ଧୁ ସୁନା ପିନ୍ଧିବାକୁ କିଏ ବା ଭଲ ନପାଏ। ସୁନା ବିନା କିଛି କିଛି ମହିଳା

ରହିପରାନ୍ତି ନାହିଁ।ସୁନା ତାଙ୍କ ପାଇଁ ସଭୁ କିଛି ହୋଇଥାଏ। ତେବେ କିଣିବା ପୂର୍ବରୁ ନଜର ପକାନ୍ତୁ ଓଡ଼ିଶା ସମେତ ପ୍ରମୁଖ ସହର ଗୁଡିକରେ କେତେ ରହିଛି ଆଜିର ଦର । ଆଜି ସାମାନ୍ୟ କମିଛି ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୯୭, ୦୪୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୮୮ ହଜାର ୯୫୦ ଟଙ୍କା ଛୁଇଛି ।

ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୯୭, ୦୪୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୮୮ ହଜାର ୯୫୦ ଟଙ୍କାକୁ ପହଞ୍ଚିଛି । ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୯୭,୦୪୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୮୮, ୯୫୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୯୭, ୧୯୦ ଟଙ୍କା ଓ ୨୨ କ୍ୟାରେଟ୍ ୮୯,୧୦୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୯୭, ୦୪୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୮୮, ୯୫୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୯୭, ୦୪୦ ଓ ୮୮, ୯୫୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୯୯,୯୦୦ ଟଙ୍କା ହୋଇଛି ।

Leave a Reply

Your email address will not be published. Required fields are marked *