ମୁଖ୍ୟ ସମାଚାର
ପୁଣି ନବୀନ ପାଣ୍ଡୁ ଙ୍କୁ ଟାର୍ଗେଟ କରିଲେ ଶ୍ରୀମୟୀSI ଘୋଟାଲା ରେ ପୁଣି ଧରା ହେଲେତଳକୁ ଖସିଲା ସୁନା ର ଦରମୁସଲମାନ ମାନଙ୍କୁ ଧମକ ଦେଲେ ଯୋଗୀଜୀବନ ନେଇ ଜାଇ ପାରେ ଧୂପ କାଠି ଧୁଆଁସଂଘାତିକ ଭାବରେ ବର୍ଷିବ ସୂଚନା ଦେଲା ପାଣିପାଗ ବିଭାଗନବଦାସ ଙ୍କ ହତ୍ୟା ସବୁଦିନ ପାଇଁ ରହସ୍ୟ ହୋଇ ରହିଯିବଆମେ କଣ ତୁମର ଏ ପଦେ ପଦେ କଥା ରେ ଡରିଚୁ ନା ଡରି ଯିବୁନାଗରିକ ମାନଙ୍କ ପାଇଁ ପ୍ରକୃତ ଚିନ୍ତା କୁଆଡେ ଧର୍ମେନ୍ଦ୍ର ପ୍ରଧାନଙ୍କ ର ରହିଛିଶିଳ୍ପ ସ୍ଥାପନ କରିବା ପାଇଁ ଚିନ୍ତାରେ ମୋହନ ସରକାର

ରେଳ ବିଭାଗର ବଡ଼ ନିଷ୍ପତ୍ତି

ତତ୍କାଳ ଟିକେଟ୍ ପାଇଁ ଲାଗୁ hela ହି ନିୟମ। ତେବେ ଡେରି ନ କରି ଶୀଘ୍ର ଜାଣନ୍ତୁ ଟ୍ରେନ ଯାତ୍ରୀ।ଭାରତୀୟ ରେଳବାଇ ତତ୍କାଳ ଟିକେଟ୍ ବୁକିଂ ପାଇଁ ଇ-ଆଧାରକୁ ବାଧ୍ୟତାମୂଳକ କରିବାକୁ ନିଷ୍ପତ୍ତି ନେଇଛି । ଏହି ନୂଆ ନିୟମ ଅନୁଯାୟୀ, ଯାତ୍ରୀମାନଙ୍କୁ ତତ୍କାଳ ଟିକେଟ୍ ବୁକ୍ କରିବା ପାଇଁ ଇ-ଆଧାର ବ୍ୟବହାର କରିବାକୁ ପଡ ଯାହା ଡିଜିଟାଲ୍ ରୂପରେ ଆଧାର କାର୍ଡର ସତ୍ୟତା ଯାଞ୍ଚ କରିବ। ଏହା ଦ୍ୱାରା ଟିକେଟ୍ ବୁକିଂ ପ୍ରକ୍ରିୟାକୁ ଅଧିକ ଫଳପ୍ରଦ ଓ ସୁରକ୍ଷିତ କରାଯିବ ବୋଲି କହିଛି ରେଳ ବିଭାଗ ।

ଏହି ନିୟମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ତତ୍କାଳ ଟିକେଟ୍ ବୁକିଂରେ କଳାବଜାରୀ ଓ ଦଲାଲଙ୍କ ଦ୍ୱାରା ହେଉଥିବା ଅନିୟମିତତାକୁ ରୋକିବା । ଇ-ଆଧାର ସଂଯୋଗ ମାଧ୍ୟମରେ ଯାତ୍ରୀଙ୍କ ପରିଚୟ ସହଜରେ ଯାଞ୍ଚ କରାଯାଇପାରିବ, ଫଳରେ ପ୍ରକୃତ ଯାତ୍ରୀ ସହଜରେ ଟିକେଟ୍ ପାଇପାରିବେ । ରେଳ ବିଭାଗ ଜଣାଇଛି, ଯେ ଏହି ନିୟମ ଶୀଘ୍ର ଲାଗୁ ହେବ, ତେବେ ଏହାର ସଠିକ୍ ତାରିଖ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ । ଯେଉଁମାନଙ୍କର ଆଧାର କାର୍ଡ ନାହିଁ, ସେମାନଙ୍କ ପାଇଁ ବିକଳ୍ପ ପରିଚୟ ପତ୍ର ବ୍ୟବହାରର ସୁବିଧା ମଧ୍ୟ ରହିବ

Leave a Reply

Your email address will not be published. Required fields are marked *