ମୁଖ୍ୟ ସମାଚାର
ପୁଣି ନବୀନ ପାଣ୍ଡୁ ଙ୍କୁ ଟାର୍ଗେଟ କରିଲେ ଶ୍ରୀମୟୀSI ଘୋଟାଲା ରେ ପୁଣି ଧରା ହେଲେତଳକୁ ଖସିଲା ସୁନା ର ଦରମୁସଲମାନ ମାନଙ୍କୁ ଧମକ ଦେଲେ ଯୋଗୀଜୀବନ ନେଇ ଜାଇ ପାରେ ଧୂପ କାଠି ଧୁଆଁସଂଘାତିକ ଭାବରେ ବର୍ଷିବ ସୂଚନା ଦେଲା ପାଣିପାଗ ବିଭାଗନବଦାସ ଙ୍କ ହତ୍ୟା ସବୁଦିନ ପାଇଁ ରହସ୍ୟ ହୋଇ ରହିଯିବଆମେ କଣ ତୁମର ଏ ପଦେ ପଦେ କଥା ରେ ଡରିଚୁ ନା ଡରି ଯିବୁନାଗରିକ ମାନଙ୍କ ପାଇଁ ପ୍ରକୃତ ଚିନ୍ତା କୁଆଡେ ଧର୍ମେନ୍ଦ୍ର ପ୍ରଧାନଙ୍କ ର ରହିଛିଶିଳ୍ପ ସ୍ଥାପନ କରିବା ପାଇଁ ଚିନ୍ତାରେ ମୋହନ ସରକାର

ଜଗନ୍ନାଥ ମହା ପ୍ରଭୁ ସୁନା ବେଶ ରେ କେଉଁ ଅଳଙ୍କାର ପିନ୍ଧନ୍ତି

କେଉଁ ସବୁ ଅଳଙ୍କାର ପରିଧାନ କରନ୍ତି ଜାଣିଛନ୍ତି କି

କଣ ସେହି ଅଳଙ୍କାର ନାମ

ମହଣ ମହଣ ସୁନାରେ ଛାଉଣି ହେବେ ଦାରୁବ୍ରହ୍ମ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିବେ ଜଗତାଧିପତି।

ଆପାଦ ମସ୍ତକ ସୁନାରେ ସଜେଇ ହୋଇ ମହାପ୍ରଭୁ ରାଜବେଶରେ ଦର୍ଶନ ଦେଉଥିବାରୁ, ଏହି ବେଶ ସଂଦର୍ଶନ ପାଇଁ ବହୁ ଭକ୍ତ ଉତ୍କଣ୍ଠାରେ ପ୍ରତୀକ୍ଷା କରିଛନ୍ତି।

ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା ମାଳି, କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଓ ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେବେ।

Leave a Reply

Your email address will not be published. Required fields are marked *