ମୁଖ୍ୟ ସମାଚାର
ଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ୧୫ ହଜାର ଟଙ୍କାରେ ନିଜ ଝିଅକୁ ବିକିଦେଲା ମାଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷର ମୋବାଇଲ୍ଗାଡି ରେ ୩୦୦ ରୁ ଅଧିକ ପ୍ୟାକେଟ ଗଞ୍ଜେଇ ଜବତଗୋଟିଏ ହୋଟେଲର ଗୋଟିଏ ବେଡ଼ରୁମରେ ଟଙ୍କା ଦେଇ ଦେହ ବିକ୍ରି କରୁଥିଲେଦିନରେ ପୁଅ ରାତିରେ ଝିଅ ହେଇଯାଉଥିଲାକୁକୁଡ଼ା ମାଂସ ପାଇ ସାଙ୍ଗକୁ ମାରିଦେଲା ସାଙ୍ଗକଉ ମାଛ ନେଇଗଲା ଯୁବକର ମୁଣ୍ଡ

ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗଭାଇ

ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଭାରତର ପ୍ରଧାନ ବିଚାରପତି ଜଷ୍ଟିସ୍ ବି.ଆର. ଗଭାଇ । ହାଇଦ୍ରାବାଦ ଗସ୍ତ ସମୟରେ ଗୁରୁତର ସଂକ୍ରମଣରେ ପୀଡିତ ହୋଇ ଦିଲ୍ଲୀର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ବର୍ତ୍ତମାନ ଚିକିତ୍ସା ଚାଲିଥିବା ବେଳେ ଧିରେ ଧିରେ ସୁସ୍ଥ ହେଉଛନ୍ତି ସିଜେଆଇ ଗଭାଇ ।

ତାଙ୍କର ସଂକ୍ରମଣ ସମ୍ପର୍କରେ ସବିଶେଷ ତଥ୍ୟ ମିଳିନାହିଁ । ହସ୍ପିଟାଲରେ ଚିକିତ୍ସିତ ହେଉଥିବା କାରଣରୁ ସେ କୋର୍ଟ କାର୍ଯ୍ୟରେ ଯୋଗଦେଇ ପାରିନାହାନ୍ତି । ତେବେ ୨-୩ ଦିନରେ ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି ତାଙ୍କର ନିକଟତମ ସୂତ୍ରରୁ ଜଣାପଡିଛି । ଜୁଲାଇ 12 ତାରିଖରେ ହାଇଦ୍ରାବାଦ ଜଷ୍ଟିସ୍ ସିଟିରେ ଥିବା ନାଲସାର ଆଇନ ବିଶ୍ୱବିଦ୍ୟାଳୟରେ ସମାବର୍ତ୍ତନ ଉତ୍ସବରେ CJIସାମିଲ ହୋଇଥିଲେ । ସମାବର୍ତ୍ତନ ଭାଷଣ ଦେବା ସମୟରେ ପରିବାର ଉପରେ ଆର୍ଥିକ ଚାପ ନପକାଇ ଛାତ୍ରବୃତ୍ତି ନେଇ ବିଦେଶ ଯିବାକୁ ପରାମର୍ଶ ଦେଇଥିଲେ।

ଏଥିସହ ନ୍ୟାୟୀକ ବ୍ୟବସ୍ଥାରେ ସୁଧାର କରିବାର ବହୁତ ଆବଶ୍ୟକତା ରହିଥିବା କହିଥିଲେ ଜଷ୍ଟିସ୍ ବି.ଆର. ଗଭାଇ ।

Leave a Reply

Your email address will not be published. Required fields are marked *