ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

୩୮ ମାଓବାଦୀ ଆତ୍ମସମର୍ପଣ

୩୮ ମାଓବାଦୀ ଆତ୍ମସମର୍ପଣ ।

ବଡ ସଫଳତା ମିଳିଲା ସେନାଙ୍କୁ

କେତେ ଆଉ କରିବେ ଯୁଦ୍ଧ ଭାରତ ସହ ନାହିଁ ଆଉ ଆତଙ୍କ ବାଦି ମାନଙ୍କ ର କ୍ଷମତା

କ୍ଷମତା କୁ ନେଇ ଏମିତି ପରିସ୍ଥିତି ଉପୁଜିଛି,

ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତ୍ତାଗୁଡେମ ଜିଲ୍ଲା ଏସପିଙ୍କ ନିକଟରେ ୩୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ସମସ୍ତ ୩୮ ଜଣ ମାଓବାଦୀ ଛତିଶଗଡ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି ।ଏମାନଙ୍କ ମଧ୍ୟରୁ ଦୁଇ ଜଣ ପାର୍ଟି ମେମ୍ବର, ୧୬ ଜଣ ମିଲିସିଆ ମେମ୍ବର, ୭ ଜଣ VCMS ସଦସ୍ୟ,୬ଜଣ KAMS ସଦସ୍ୟ, ୩ ଜଣ CNM ସଦସ୍ୟ ଓ ୪ ଜଣ GRDS ସଦସ୍ୟ ରହିଛନ୍ତି । ଆତ୍ମସମର୍ପଣ ବେଳେ ମାଓ ସଂଗଠନରେ ମିଳିଥିବା ବନ୍ଧୁକ ସହ ଅସ୍ତ୍ରଶସ୍ତ୍ର ସବୁ ପୋଲିସ ପାଖରେ ହସ୍ତାନ୍ତର କରିଛନ୍ତି ।

Leave a Reply

Your email address will not be published. Required fields are marked *