ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ଥମିଲା ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି

ଘନ ଘନ ଯୁଦ୍ଧ ପରେ ମୁଣ୍ଡ ନୁଆଁଇଛି ପାକିସ୍ତାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଥମିଲା ଯୁଦ୍ଧ ପରିସ୍ଥିତି । ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି ଭାରତ-ପାକିସ୍ତାନ । ଦୁଇ ଦେଶ ପକ୍ଷରୁ ଜଳ, ସ୍ଥଳ ଓ ଆକାଶ ପଥରେ ଆକ୍ରମଣ ନ କରିବାକୁ ସହମତି ହୋଇଛି । ଭାରତୀୟ ସମୟ ଆଜି ସନ୍ଧ୍ୟା ୫ଟାରୁ ଅସ୍ତ୍ରବିରତି ଲାଗୁ ହେବ । ଦୁଇ ଦେଶର DGMO ସ୍ତରୀୟ କଥାବାର୍ତ୍ତା ପରେ ଅସ୍ତ୍ରବିରତି ପାଇଁ ସହମତି ହୋଇଛନ୍ତି । ଆମେରିକା ରାଷ୍ଟ୍ରପତିଙ୍କ ଟ୍ରମ୍ପଙ୍କ ସୂଚନା ପରେ ଏକଥା ସ୍ପଷ୍ଟ କରିଛନ୍ତି ଭାରତର ବୈଦେଶିକ ସଚିବ ବିକ୍ରମ ମିଶ୍ରି ।
ବୈଦେଶିକ ସଚିବଙ୍କ ସୂଚନା ମୁତାବକ, ଆଜି ଅପରାହ୍ନ ୩ଟା ୩୫ରେ DGMO ସ୍ତରୀୟ କଥାବାର୍ତ୍ତା ହୋଇଥିଲା । ଏଥିରେ ଦୁଇ ଦେଶ ତୁରନ୍ତ ଅସ୍ତ୍ରବିରତି ପାଇଁ ରାଜି ହୋଇଛନ୍ତି । ତିନି ସେନାକୁ ଉଭୟ ଦେଶ ପକ୍ଷରୁ ଅସ୍ତ୍ରବିରତି ସହମତି କଥା ଜଣାଇ ଦିଆଯାଇଛି । ଏହି ପ୍ରସଙ୍ଗରେ ଆସନ୍ତା ୧୨ ତାରିଖ ୧୨ଟାରେ ପୁଣିଥରେ DGMO ସ୍ତରୀୟ ଆଲୋଚନା ହେବ ।

Leave a Reply

Your email address will not be published. Required fields are marked *