ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ବଢ଼ିଲା ପ୍ରିୟଙ୍କାଙ୍କ ଅଡ଼ୁଆ

ଘରୁ ଉଠାଇ ନେଲା ପୋଲିସ । ଭିସି ଜରିଆରେ ଚାଲିଛି ପଚରାଉଚରା । ପାକିସ୍ତାନ ପାଇଁ ଗୁଇନ୍ଦାଗିରି ଅଭିଯୋଗରେ ଗିରଫ ଜ୍ୟୋତି ମଲହୋତ୍ରାଙ୍କ ସହ କେମିତି ବନ୍ଧୁତା ହେଲା ସେନେଇ ପ୍ରିୟଙ୍କାଙ୍କୁ ପ୍ରଶ୍ନ କରାଯାଇଥିଲା । ସେ କେବେ ଓ କାହିଁକି ପାକିସ୍ତାନ ଯାଇଥିଲେ ସେନେଇ ପ୍ରଶ୍ନ କରିଥିଲା ହିସାର ପୁଲିସ ।

ଅନ୍ୟପଟେ ପ୍ରିୟଙ୍କା କର୍ତାରପୁର କରିଡର ଦେଇ ପାକିସ୍ତାନ ଯାଇଥିବାର ଫଟୋ ସୋସିଆଲ ମିଡ଼ିଆରେ ନିଜେ ପୋଷ୍ଟ କରିଥିଲେ। କର୍ତାରପୁର କରିଡର ସାମ୍ନାରେ ଛିଡା ହୋଇ ସେଲଫି ଉଠାଇଥିଲେ ଜ୍ୟୋତି ମଲହୋତ୍ରା ଓ ପ୍ରିୟଙ୍କା ସେନାପତି। ହାତରେ ପାକିସ୍ତାନ ଟଙ୍କା ଓ ପାସପୋର୍ଟ ଧରି ଫଟୋ ଉଠାଇ ସୋସିଆଲ ମିଡ଼ିଆରେ ପୋଷ୍ଟ କରିଥିଲେ ।

ଏପରିକି ଜ୍ୟୋତିଙ୍କ ସହ ପ୍ରିୟଙ୍କା ପହଲଗାମ ଯାଇଥିଲେ ଓ ଜ୍ୟୋତି ମଧ୍ୟ ପୁରୀ ଆସି ପ୍ରିୟଙ୍କାଙ୍କ ସହ ଏକାଠି ରହିଥିଲେ। ସୋସିଆଲ ମିଡ଼ିଆରେ ଘୁରି ବୁଲୁଥିବା ଏହିସବୁ ଫଟୋ ପ୍ରିୟଙ୍କାଙ୍କ ଭୂମିକାକୁ ସନ୍ଦେହ ଘେରକୁ ଟାଣି ଆଣିଛି । ଏସବୁ ଭିତରେ ଜ୍ୟୋତିଙ୍କ ଗୁଇନ୍ଦାଗିରିରି ଗୁମର ଯେତିକି ଫିଟୁଛି, ପ୍ରିୟଙ୍କାଙ୍କ ଉପରେ ସଙ୍କଟ ସେତିକି ଘନଉଛି ।

Leave a Reply

Your email address will not be published. Required fields are marked *