ମୁଖ୍ୟ ସମାଚାର
ଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ୧୫ ହଜାର ଟଙ୍କାରେ ନିଜ ଝିଅକୁ ବିକିଦେଲା ମାଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷର ମୋବାଇଲ୍ଗାଡି ରେ ୩୦୦ ରୁ ଅଧିକ ପ୍ୟାକେଟ ଗଞ୍ଜେଇ ଜବତଗୋଟିଏ ହୋଟେଲର ଗୋଟିଏ ବେଡ଼ରୁମରେ ଟଙ୍କା ଦେଇ ଦେହ ବିକ୍ରି କରୁଥିଲେ

ଓଡ଼ିଶାକୁ ପୁଣି ଫେରିଲା କରୋନା

ଧିରେ ଧିରେ ଚିହ୍ନଟ ହେଲାଣି ଲୋକ । ପୁଣି ଫେଇବାକି lockdown badha ପ୍ରାପ୍ତ ସବୁ କିଛି । ଭୁବନେଶ୍ୱରରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ । ଦିଲ୍ଲୀ ରୁ ଫେରିବା ପରେ କୋଭିଡ ଆକ୍ରାନ୍ତ ଜଣକ ଏକ ଘରୋଇ ଡାକ୍ତରଖାନା ରେ ଚିକିତ୍ସା ହେଉଛନ୍ତି । ସେ ଏବେ କ୍ୱରେଣ୍ଟାଇନରେ ଅଛନ୍ତି । ୩ ବର୍ଷ ପରେ ଫେରିଛି କୋଭିଡ ଆକ୍ରାନ୍ତ ।

ପୁଣି ଡରାଇଲାଣି କରୋନା । ଦେଶରେ କୋଭିଡ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ବି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୩ ବର୍ଷର ବ୍ୟବଧାନ ପରେ ଓଡ଼ିଶାକୁ କରୋନା ଫେରିଛି । ଭୁବନେଶ୍ବରରେ ଜଣେ ବୟସ୍କ ପୁରୁଷ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ତେବେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଜଣାପଡ଼ି ନାହିଁ ।

ସେପଟେ ମୁମ୍ବାଇ, ପୁଣେ, ଚେନ୍ନାଇ,ଅହମ୍ମଦାବାଦରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତାର ବୃଦ୍ଧି ପାଉଛି । ଏବେ ସୁଦ୍ଧା ଦେଶରେ କରୋନାରେ ୩ଶହରୁ ଅଧିକ ନୂଆ ମାମଲା ଚିହ୍ନଟ ହୋଇଛି । ଜେଏନ୍‌ ଡଟ୍‌ ୱାନ୍‌ ହେଉଛି ଓମିକ୍ରନର ଉପପ୍ରଜାତି । ଯାହାର ଲକ୍ଷଣ କରୋନାର ଅନ୍ୟ ପ୍ରଜାତି ପରି ରହିଛି ତେବେ ଆଗକୁ ଏହାର ସଂଖ୍ୟା ଦ୍ରୁତ ଗତିରେ ବଢ଼ିବା ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ଆଶଙ୍କା ପ୍ରକାଶ କରିଛନ୍ତି । ମେ ୨୦ ତାରିଖରେ ମୁମ୍ବାଇରେ ୨ ଆକ୍ରାନ୍ତଙ୍କ ମୃତ୍ୟୁ କୋଭିଡ୍‌-୧୯ରେ ହୋଇଛି ।

Leave a Reply

Your email address will not be published. Required fields are marked *