ମୁଖ୍ୟ ସମାଚାର
ପୁଣି ନବୀନ ପାଣ୍ଡୁ ଙ୍କୁ ଟାର୍ଗେଟ କରିଲେ ଶ୍ରୀମୟୀSI ଘୋଟାଲା ରେ ପୁଣି ଧରା ହେଲେତଳକୁ ଖସିଲା ସୁନା ର ଦରମୁସଲମାନ ମାନଙ୍କୁ ଧମକ ଦେଲେ ଯୋଗୀଜୀବନ ନେଇ ଜାଇ ପାରେ ଧୂପ କାଠି ଧୁଆଁସଂଘାତିକ ଭାବରେ ବର୍ଷିବ ସୂଚନା ଦେଲା ପାଣିପାଗ ବିଭାଗନବଦାସ ଙ୍କ ହତ୍ୟା ସବୁଦିନ ପାଇଁ ରହସ୍ୟ ହୋଇ ରହିଯିବଆମେ କଣ ତୁମର ଏ ପଦେ ପଦେ କଥା ରେ ଡରିଚୁ ନା ଡରି ଯିବୁନାଗରିକ ମାନଙ୍କ ପାଇଁ ପ୍ରକୃତ ଚିନ୍ତା କୁଆଡେ ଧର୍ମେନ୍ଦ୍ର ପ୍ରଧାନଙ୍କ ର ରହିଛିଶିଳ୍ପ ସ୍ଥାପନ କରିବା ପାଇଁ ଚିନ୍ତାରେ ମୋହନ ସରକାର

୩୮ ମାଓବାଦୀ ଆତ୍ମସମର୍ପଣ

୩୮ ମାଓବାଦୀ ଆତ୍ମସମର୍ପଣ ।

ବଡ ସଫଳତା ମିଳିଲା ସେନାଙ୍କୁ

କେତେ ଆଉ କରିବେ ଯୁଦ୍ଧ ଭାରତ ସହ ନାହିଁ ଆଉ ଆତଙ୍କ ବାଦି ମାନଙ୍କ ର କ୍ଷମତା

କ୍ଷମତା କୁ ନେଇ ଏମିତି ପରିସ୍ଥିତି ଉପୁଜିଛି,

ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦ୍ରୀ କୋତ୍ତାଗୁଡେମ ଜିଲ୍ଲା ଏସପିଙ୍କ ନିକଟରେ ୩୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି ।ତେଲଙ୍ଗାନା ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ସମସ୍ତ ୩୮ ଜଣ ମାଓବାଦୀ ଛତିଶଗଡ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି ।ଏମାନଙ୍କ ମଧ୍ୟରୁ ଦୁଇ ଜଣ ପାର୍ଟି ମେମ୍ବର, ୧୬ ଜଣ ମିଲିସିଆ ମେମ୍ବର, ୭ ଜଣ VCMS ସଦସ୍ୟ,୬ଜଣ KAMS ସଦସ୍ୟ, ୩ ଜଣ CNM ସଦସ୍ୟ ଓ ୪ ଜଣ GRDS ସଦସ୍ୟ ରହିଛନ୍ତି । ଆତ୍ମସମର୍ପଣ ବେଳେ ମାଓ ସଂଗଠନରେ ମିଳିଥିବା ବନ୍ଧୁକ ସହ ଅସ୍ତ୍ରଶସ୍ତ୍ର ସବୁ ପୋଲିସ ପାଖରେ ହସ୍ତାନ୍ତର କରିଛନ୍ତି ।

Leave a Reply

Your email address will not be published. Required fields are marked *