ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ବିଜେଡି ନେଇଲା ବଡ ନିଷ୍ପତ୍

ଦଳ ବିରୋଧୀ କାମ କରିବ ଦଳରୁ ତଡ଼ା ଖାଇବ

ଦଳ କୁ ନେଇ ଚିନ୍ତା ରେ ନବୀନ ପଟ୍ଟନାୟକ

ନବୀନ ପଟ୍ଟନାୟକ ନେଲେ ବଡ ନିଷ୍ପତି

ଜନତା ଦଳ ଆଜି ଏକ ବଡ ଘୋଷଣା କରିଛି। ଏଥିରେ ଦଳ ନୂଆ ଶୃଙ୍ଖଳା କମିଟ ଗଠନ କରିଛି। ଯେଉଁମାନେ ଦଳ ବିରୋଧୀ କାର୍ଯ୍ୟ କରିବେ ସେମାନଙ୍କୁ ଏହି କମିଟ ନିଲମ୍ବନ କିମ୍ବା ବହିସ୍କାର କରିବାକୁ ନିଷ୍ପତି ଗ୍ରହଣ କରିବେ। ତେବେ ଏହି କମିଟରେ ଯେଉଁମାନେ ଅଛନ୍ତି ସେମାନେ ହେଲେ
1- ଦେବୀ ପ୍ରସାଦ ମିଶ୍ର
2- ପ୍ରଦୀପ କୁମାର ଅମାତ
3-ଚନ୍ଦ୍ର ଶେଖର ସାହୁ
4- ରାଜଶ୍ରୀ ମଲ୍ଲିକ
5-ସାରଦା ପ୍ରସନ୍ନ ଜେନା
6- ଶର୍ମିଷ୍ଠା ସେଠୀ
7-ଲୋପାମୁଦ୍ରା ବକ୍ସିପାତ୍ର
ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି।

Leave a Reply

Your email address will not be published. Required fields are marked *