ମୁଖ୍ୟ ସମାଚାର
କଂଗ୍ରେସ ଦଳରୁ ଇସ୍ତଫା ଦେବେ ସୋଫିଆ ଫିର୍ଦ୍ଦୋସA new twist in the death case for an iPhoneରାସ୍ତା ମଝିରେ ଯୁବକ ଯୁବତୀ ଅଟକସାମ୍ନାକୁ ଆସିଲା ପୋଲିସ ସହ ଅଟୋ ବାଲାଙ୍କ ସେହି ଭିଡିଓଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ

ରେଳ ବିଭାଗର ବଡ଼ ନିଷ୍ପତ୍ତି

ତତ୍କାଳ ଟିକେଟ୍ ପାଇଁ ଲାଗୁ hela ହି ନିୟମ। ତେବେ ଡେରି ନ କରି ଶୀଘ୍ର ଜାଣନ୍ତୁ ଟ୍ରେନ ଯାତ୍ରୀ।ଭାରତୀୟ ରେଳବାଇ ତତ୍କାଳ ଟିକେଟ୍ ବୁକିଂ ପାଇଁ ଇ-ଆଧାରକୁ ବାଧ୍ୟତାମୂଳକ କରିବାକୁ ନିଷ୍ପତ୍ତି ନେଇଛି । ଏହି ନୂଆ ନିୟମ ଅନୁଯାୟୀ, ଯାତ୍ରୀମାନଙ୍କୁ ତତ୍କାଳ ଟିକେଟ୍ ବୁକ୍ କରିବା ପାଇଁ ଇ-ଆଧାର ବ୍ୟବହାର କରିବାକୁ ପଡ ଯାହା ଡିଜିଟାଲ୍ ରୂପରେ ଆଧାର କାର୍ଡର ସତ୍ୟତା ଯାଞ୍ଚ କରିବ। ଏହା ଦ୍ୱାରା ଟିକେଟ୍ ବୁକିଂ ପ୍ରକ୍ରିୟାକୁ ଅଧିକ ଫଳପ୍ରଦ ଓ ସୁରକ୍ଷିତ କରାଯିବ ବୋଲି କହିଛି ରେଳ ବିଭାଗ ।

ଏହି ନିୟମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ତତ୍କାଳ ଟିକେଟ୍ ବୁକିଂରେ କଳାବଜାରୀ ଓ ଦଲାଲଙ୍କ ଦ୍ୱାରା ହେଉଥିବା ଅନିୟମିତତାକୁ ରୋକିବା । ଇ-ଆଧାର ସଂଯୋଗ ମାଧ୍ୟମରେ ଯାତ୍ରୀଙ୍କ ପରିଚୟ ସହଜରେ ଯାଞ୍ଚ କରାଯାଇପାରିବ, ଫଳରେ ପ୍ରକୃତ ଯାତ୍ରୀ ସହଜରେ ଟିକେଟ୍ ପାଇପାରିବେ । ରେଳ ବିଭାଗ ଜଣାଇଛି, ଯେ ଏହି ନିୟମ ଶୀଘ୍ର ଲାଗୁ ହେବ, ତେବେ ଏହାର ସଠିକ୍ ତାରିଖ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ । ଯେଉଁମାନଙ୍କର ଆଧାର କାର୍ଡ ନାହିଁ, ସେମାନଙ୍କ ପାଇଁ ବିକଳ୍ପ ପରିଚୟ ପତ୍ର ବ୍ୟବହାରର ସୁବିଧା ମଧ୍ୟ ରହିବ

Leave a Reply

Your email address will not be published. Required fields are marked *