ମୁଖ୍ୟ ସମାଚାର
ଥାନାରେ ଗ୍ରାହକ ଓ ମାଲିକ ୧୪୦୦ ଟଙ୍କାର ଖୁଆଇଲେ ମାଛ ପତ୍ରପୋଡ଼ାବିରିୟାନି ଖୁଆଇବା ବାହାନାରେ ନାବାଳକକୁ ଅପହରଣସ୍ୱାମୀଙ୍କୁ ମାରି ବାଥରୁମ ଟାଇଲ ତଳେ ପୋତିଲା ସ୍ତ୍ରୀଭଦ୍ରକ ବାସୁଦେବପୁର ବ୍ରାହ୍ମଣଗାଁ ବୈକୁଣ୍ଠପୁରରେ ଆଜି ଇଦ୍-ଉଲ୍-ଆଜହାବହୁ ଚର୍ଚ୍ଚିତ ହାଡ଼ିପା ନିଖିଲ ହତ୍ୟାକାଣ୍ଡ ଘଟଣାବିଦ୍ୟୁତ ସ୍ପର୍ଶରେ ଆସି ଦାଦନ ଶ୍ରମିକଙ୍କ ମୃତ୧୫ ହଜାର ଟଙ୍କାରେ ନିଜ ଝିଅକୁ ବିକିଦେଲା ମାଆଜବେଷ୍ଟସ କଣା କରି ବୋହିନେଲେ ୧୨ଲକ୍ଷର ମୋବାଇଲ୍ଗାଡି ରେ ୩୦୦ ରୁ ଅଧିକ ପ୍ୟାକେଟ ଗଞ୍ଜେଇ ଜବତଗୋଟିଏ ହୋଟେଲର ଗୋଟିଏ ବେଡ଼ରୁମରେ ଟଙ୍କା ଦେଇ ଦେହ ବିକ୍ରି କରୁଥିଲେ

ଜଗନ୍ନାଥ ମହା ପ୍ରଭୁ ସୁନା ବେଶ ରେ କେଉଁ ଅଳଙ୍କାର ପିନ୍ଧନ୍ତି

କେଉଁ ସବୁ ଅଳଙ୍କାର ପରିଧାନ କରନ୍ତି ଜାଣିଛନ୍ତି କି

କଣ ସେହି ଅଳଙ୍କାର ନାମ

ମହଣ ମହଣ ସୁନାରେ ଛାଉଣି ହେବେ ଦାରୁବ୍ରହ୍ମ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିବେ ଜଗତାଧିପତି।

ଆପାଦ ମସ୍ତକ ସୁନାରେ ସଜେଇ ହୋଇ ମହାପ୍ରଭୁ ରାଜବେଶରେ ଦର୍ଶନ ଦେଉଥିବାରୁ, ଏହି ବେଶ ସଂଦର୍ଶନ ପାଇଁ ବହୁ ଭକ୍ତ ଉତ୍କଣ୍ଠାରେ ପ୍ରତୀକ୍ଷା କରିଛନ୍ତି।

ସୁନାର କିରୀଟ, କୁଣ୍ଡଳ, ରତ୍ନଖଚିତ ଘାଗଡ଼ା ମାଳି, ବାହାଡ଼ା ମାଳି, ତାବିଜ ମାଳି, ହରିଡ଼ା ମାଳି, କଦମ୍ୱ ମାଳି, ବାଘନଖୀ ମାଳି, ସେବତୀ ମାଳି, ହଳମୂଷଳ, ଚକ୍ର, ତିଳକ, ଆଡ଼କାନି, ଚନ୍ଦ୍ର-ସୂର୍ଯ୍ୟ, ଅଳକା, ଓଡ଼ିଆଣୀ, ଚନ୍ଦ୍ରିକା ଓ ତଡ଼ଗି ଆଦି ଅଳଙ୍କାର ପିନ୍ଧି ଶ୍ରୀଜିଉ ଦର୍ଶନ ଦେବେ।

Leave a Reply

Your email address will not be published. Required fields are marked *