ମୁଖ୍ୟ ସମାଚାର
ନୀଳଚକ୍ର ପତିତପାବନ ବାନା ଉପରେ ବସିଲା ଚିଲ,ଶୁଭ ନା ଅଶୁଭ?ଭାଇରାଲ ହେବା ନିଶାରେ ବୃଦ୍ଧ ବାପାଙ୍କୁ ବସ୍ତାରେ ପୁରାଇଲା ପରିବାରଆରଆଇଙ୍କୁ ହେଲା ଆଖିବୁଜା ମାଡ଼, ଚେୟାରରୁ ବାହାରକୁ ଆଣିଲେ ଘୋଷାଡ଼ିଆଦିବାସୀ ଝିଅକୁ ଘରେ ପଶି ଦୁଷ୍କର୍ମ କରିଦେଲା ଯୁବକହଠାତ ମାଡି ଆସିଲା ଘୁର୍ନି ଝଡରୋଗୀଙ୍କୁ ସେବା ବଦଳରେ ମିଳିଲା ମାଡ଼ ଓ ଗାଳିSCBରେ ଭୟଙ୍କର ଅଗ୍ନିକାଣ୍ଡରିଲ୍ସ କରିବାର କିଛି ଘଣ୍ଟା ପରେ ଚାଲିଗଲା ୟୁଟ୍ୟୁବରଙ୍କ ଜୀବନଗାଁ ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗଙ୍କ ମୃତ୍ୟୁବିଶ୍ୱକପ୍ ଫାଇନାଲ ବେଳେଧାରୁଆ ଅସ୍ତ୍ରରେ ହାଣିଲେ !

ବର୍ଷାରେ ଭିଜିବ ପୁରା ଓଡ଼ିଶା

ଆସିଲା ସତର୍କ ସୂଚନା।ଆଗାମୀ ୬ଦିନ ପର୍ଯ୍ୟନ୍ତ ବର୍ଷା ଲାଗିରହିବ। ଆସନ୍ତାକାଲି ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ବର୍ଷା ମୌସୁମୀ ଅଗ୍ରସର ହେବାକୁ ବାଟ ଫିଟାଇବ।

ସଅଳ ମୌସୁମୀ ଆସିବାକୁ ବି ସହାୟକ ହେବ। ଏବେ ପ୍ରାକ୍ ମୌସୁମୀ ପ୍ରଭାବରେ ବର୍ଷା ତୁହାକୁ ତୁହା ଜାରି ରହିଛି। ସେପଟେ ମୌସୁମୀ ଚୁଇଛି କେରଳ। ଆଜି ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ଓ ୧୪ ଜିଲ୍ଲା ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ବାତ୍ୟା ସୃଷ୍ଚି ହେବା ନେଇ କୌଣସି ସୂଚନା ନଥିବା କହିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *