ମୁଖ୍ୟ ସମାଚାର
ପୁଣି କୋର୍ଟରେମୁହାଁମୁହିଁ ବର୍ଷା-ଅନୁଭବମୋ ସ୍ତ୍ରୀ ଭଳିଆ ଦିଶିଲା, ଆଇ ଲଭ୍ ୟୁ କଦିଦେଲିମହିଳା କମାଣ୍ଡୋଙ୍କୁହତ୍ୟା କଲା ସ୍ବାମୀପେଟରେ ଥିଲା ଛୁଆକୂଅ ଭିତରେ ପଡି ଚିତ୍କାର କରୁଥିଲା ଭଉଣୀପ୍ଲେନ୍ କ୍ରାସରେଆଖିବୁଜିଲେ ଅଜିତ ପାୱାରପୁଅ ଲୋଭରେଝିଅକୁ ନଦୀକୁ ଫୋପାଡ଼ିଲା ବାପାଆଉ ନାହାଁନ୍ତି ମ୍ୟୁଜିକ ଦାଦା ଅଭିଜିତ ମଜୁମଦାରଟଙ୍କା ଗଣିଗଣି ଖରାପ ହେଇଗଲାଣି ମେସିନ ଏପଟେ ସରୁନି ଟଙ୍କାମନ୍ଦିର ଭିତରକୁ ମୋବାଇଲ୍ ନେଲେଯୁବକ ମୁଣ୍ଡରୁ ଚେକାଚେକା ରକ୍ତ ବାହାରୁଚି

ଆକଳନର ପୂର୍ବରୁ କେରଳ ଛୁଇଁଲା ମୌସୁମୀ।

୧୬ ବର୍ଷ ପରେ ଭାଙ୍ଗିଲା ରେକର୍ଡ। ପ୍ରବଳ ବର୍ଷା ସାଂଗକୁ ମାରିବା ବିଜୁଳି ଘଡଘଡି। ହିଁ ଅଜ୍ଞା କେରଳ ଛୁଇଁଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆକଳନର ୮ ଦିନ ପୂର୍ବରୁ କେରଳ ଛୁଇଁଛି । ଜୁନ୍‌ ୧ରେ ଛୁଇଁବା ନେଇ ହୋଇଥିଲା ଆକଳନ । ୧୬ ବର୍ଷ ପରେ ସଅଳ ଛୁଇଁଲା ମୌସୁମୀ । ୨୦୦୯ରେ ସଅଳ ଆସିଥିଲା ମୌସୁମୀ ଏବଂ ମେ ୨୩ ତାରିଖରେ କେରଳ ଛୁଇଁଥିଲା ।

ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ବି ଥିଲା । ଯାହାର ପ୍ରଭାବରେ କେରଳରେ ୨ ଦିନ ଧରି ପ୍ରବଳ ବର୍ଷା ଜାରି ରହିଛି । ଏଥି ସହିତ ଆଗାମୀ ୬ ଦିନ ପର୍ଯ୍ୟନ୍ତ କେରଳ ଓ ଦକ୍ଷିଣରେ ଥିବା ରାଜ୍ୟ ଗୁଡ଼ିକରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ଏପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବଦଳିଛି ପାଗ । କଟକ, ଭୁବନେଶ୍ବର, ପୁରୀର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢ଼େଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *