ମୁଖ୍ୟ ସମାଚାର
ନୀଳଚକ୍ର ପତିତପାବନ ବାନା ଉପରେ ବସିଲା ଚିଲ,ଶୁଭ ନା ଅଶୁଭ?ଭାଇରାଲ ହେବା ନିଶାରେ ବୃଦ୍ଧ ବାପାଙ୍କୁ ବସ୍ତାରେ ପୁରାଇଲା ପରିବାରଆରଆଇଙ୍କୁ ହେଲା ଆଖିବୁଜା ମାଡ଼, ଚେୟାରରୁ ବାହାରକୁ ଆଣିଲେ ଘୋଷାଡ଼ିଆଦିବାସୀ ଝିଅକୁ ଘରେ ପଶି ଦୁଷ୍କର୍ମ କରିଦେଲା ଯୁବକହଠାତ ମାଡି ଆସିଲା ଘୁର୍ନି ଝଡରୋଗୀଙ୍କୁ ସେବା ବଦଳରେ ମିଳିଲା ମାଡ଼ ଓ ଗାଳିSCBରେ ଭୟଙ୍କର ଅଗ୍ନିକାଣ୍ଡରିଲ୍ସ କରିବାର କିଛି ଘଣ୍ଟା ପରେ ଚାଲିଗଲା ୟୁଟ୍ୟୁବରଙ୍କ ଜୀବନଗାଁ ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗଙ୍କ ମୃତ୍ୟୁବିଶ୍ୱକପ୍ ଫାଇନାଲ ବେଳେଧାରୁଆ ଅସ୍ତ୍ରରେ ହାଣିଲେ !

ଆଜି ବି ମାରିବା ବିଜୁଳି ବହିବ ପବନ, ଭାଙ୍ଗିବା ଘର

ଆଜି ବି ରାଜ୍ୟରେ ଆସିବ କାଳବୈଶାଖୀ
ମାରିବା ବିଜୁଳି ବହିବ ଏତିକି କିଲୋମିଟର ବେଗରେ ପବନ
ଭାଙ୍ଗିବା ଘର ଦୁଆର

ଅଜି ବି ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ୫ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଏହି ୮ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଗତକାଲି ଗୋଟିଏ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାଘାତ ନେଇଛି ୧୪ ଜୀବନ । କେବଳ କୋରାପୁଟରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଲକ୍ଷ୍ମୀପୁରରେ ଆଈ ନାତୁଣୀଙ୍କ ସମେତ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସେମିଳିଗୁଡ଼ାରେ ଜଣଙ୍କର ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲା ଧର୍ମଶାଳାରେ ୨ଜଣ ନାବାଳକ ,ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଓ ଗଁଦିଆ ବ୍ଲକରେ ୨ ଜଣ,ବାଲେଶ୍ୱର ଜିଲ୍ଲା ସୋରରେ ଜଣେ ଶ୍ରମିକ ,
ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟନଗର ଓ ବେଲଗୁଣ୍ଠାରେ ୨ ଜଣ, ଗଜପତି ଜିଲ୍ଲାରେ 1 ଜଣ , କଟକ ନରସିଂହପୁରରେ ଜଣେ ନାବାଳକ ରାଉରକେଲାରେ ବଜ୍ରପାତରେ ଜଣେ ଯବାନଙ୍କର ମୃତ୍ୟୁ ହୋଇଛି

Leave a Reply

Your email address will not be published. Required fields are marked *